ରାଜ୍ୟ
ନାବାଳିକା ଦୁଷ୍କର୍ମ ମାମଲା : ଯୁବକଙ୍କୁ ୨୦ ବର୍ଷ ଦଣ୍ଡାଦେଶ – Ibnodisha
[ad_1]
ଫୁଲବାଣୀ: ୨୦୨୨ରେ କନ୍ଧମାଳରେ ନାବାଳିକା ଦୁଷ୍କର୍ମ ମାମଲାରେ ଜଣେ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର କୋର୍ଟ।
ଫୁଲବାଣୀ ପୋକ୍ସୋ କୋର୍ଟର ବିଚାରପତି ସଞ୍ଜିତ କୁମାର ବେହେରା ଆଠ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରିଥିବା ଲୁପ୍ରା ଦିଗାଲ ଓରଫ ନୁପ୍ରା (୬୧)କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ଦୋଷୀକୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୧୭ ଜଣ ସାକ୍ଷୀଙ୍କ ବୟାନକୁ ଅନୁଧ୍ୟାନ କରିବା ପରେ କୋର୍ଟ ଏହି ରାୟ ଶୁଣାଇଛନ୍ତି।
[ad_2]