ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ – Ibnodisha

[ad_1]

ଆନନ୍ଦପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଆନନ୍ଦପୁର- କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍ ନିକଟରେ ଦୁର୍ଘଟଣା ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଏବଂ ଜଣେ ମହିଳା ରହିଥିବାର ସୂଚନା । ବାଇକରେ ଯାଉଥିବା ୩ ଜଣଙ୍କ ଉପରେ ଚଢିଗଲା ଅଜଣା ଗାଡି, ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛ ।

ଆସୁଛି ବଡ ବର୍ଷା

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button