ରାଜ୍ୟ
ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର – Ibnodisha

[ad_1]
ଘରଠାରୁ ମାତ୍ର ୧ କିଲୋମିଟର ଦୂରରେ ଥିବା ଏହି ଜଙ୍ଗଲ ଭିତରେ ବେକରେ ରଶି ଲାଗିଥିବା ଅବସ୍ଥାରେ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି . ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ ବୈଦେଶ୍ଵର ପୋଲିସ ଘଟଣା ସ୍ଥଳରେ ପଂହଁଚି ତଦନ୍ତ ଆରମ୍ଭ କରିଛି.
[ad_2]