ରାଜ୍ୟ

ହାଇକୋର୍ଟରେ ରତ୍ନଭଣ୍ଡାର ମରାମତି ମାମଲା : ଗଠନ ହେବ ଉଚ୍ଚସ୍ତରୀୟ କମିଟି – Ibnodisha

[ad_1]

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ମରାମତି ମାମଲା । ରତ୍ନଭଣ୍ଡାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ କମିଟି । ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୨ ମାସ ଭିତରେ କମିଟି ଗଠନ ସମ୍ପର୍କରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ । ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କ ସୂଚନା ।

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଏଷ୍ଟିମେଟର

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button