ରାଜ୍ୟ

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ୨ ଅଟକ – Ibnodisha

[ad_1]

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ ବାଘଛାଲ ଜବତ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସର ମିଳିତ ଚଢାଉରେ ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି । ସେମାନଙ୍କୁ ବାରିପଦା ଅଣାଯାଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button