ରାଜ୍ୟ

ରାସ୍ତା କଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ – Ibnodisha

[ad_1]

ମୋହନା: ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ବସ୍ । ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ l ଶୁକ୍ରବାର ବିଳମ୍ବିତ ରାତି ରେ ମୋହନା ଥାନା ଏକ୍ରିକୂପା ଗ୍ରାମ ନିକଟରେ ଆର୍‌ବି କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି l ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସ୍ ଟି ଯାନ୍ତ୍ରିକ ତ୍ରୁଟି ରାସ୍ତା କଡ଼କୁ ଖସି ପଡ଼ିଥିବା ଜଣାପଡିଛି l ବସ୍ ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିବାବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି l ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡିଚାଳକ କହିଛନ୍ତି l ମୋହନା ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଅନ୍ୟ ଏକ ଗାଡିରେ ଯାତ୍ରୀ ମାନଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ପଠାଇଥିଲେ l

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button