ରାଜ୍ୟ

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର , ଆଜିଠୁ ପ୍ରବଳ ବର୍ଷିବ ! – Ibnodisha

[ad_1]

ଭୁବନେଶ୍ୱର : ବଙ୍ଗୋପସଗାରରେ ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ  । ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମକୁ ଗତି କରି ଉତ୍ତର ଓଡିଶା ମୁହାଁ ହେବ ।  ଏହାର ପ୍ରଭାବରେ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ  ଜାରି କରାଯାଇଛି  । ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା  ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button