ରାଜ୍ୟ

ସୁବର୍ଣ୍ଣପୁର କମିରା ଗାଁରେ ଝାଡାବାନ୍ତି ଆତଙ୍କ; ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ – Ibnodisha

[ad_1]

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କମିରା ଗାଁରେ ଝାଡାବାନ୍ତି ଆତଙ୍କ । ଏବେ ପର୍ଯ୍ୟନ୍ତ ଝାଡାବାନ୍ତିରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହେଲେଣି  । ସେମାନଙ୍କ ମଧ୍ୟରୁ ୧୬ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ଦେଢ ମାସରେ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି l ଗାଁ କୁ ସଂଯୋଗ ହୋଇଥିବା ପାଇପ୍ ଲାଇନ୍ ଫାଟି ଯାଇଥିଲା ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button