ରାଜ୍ୟ

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ରହିଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର – Ibnodisha

[ad_1]

ନୂଆଦିଲ୍ଲୀ: ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ହୋଇ ରହିଥିବା କଥା ଆଜି ଭାରତୀୟ ପାଣିପାଗ ବିଭାଗ ବୁଲେଟିନ୍‌ରୁ ଜଣାପଡ଼ିଛି।ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗ ଓ ତତ୍‌ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ଭୋର୍‌ ୫.୩୦ରେ ସୁଦ୍ଧା ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଓ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ ରହିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତିଶୀଳ ହେବାର ବିଶେଷ ସମ୍ଭାବନା ଅଛ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button