ରାଜ୍ୟ

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୧ ମୃତ; ୪ ଗୁରୁତର – Ibnodisha

[ad_1]

କାକଟପୁର : କାକଟପୁରରେ ବାଇକ ଦୁର୍ଘଟଣାରେ ଜଣେ ମୃତ, ୪ ଗୁରୁତର । କାକଟପୁର ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାକଟପୁର ପଟୁ ଏକ ବାଇକରେ ୨ ଜଣ ଯୁବକ ଦ୍ରୁତ ଗତିରେ ଆସୁଥିବା ସମୟରେ ବାଇକରେ ଯାଉଥିବା ବାପା ଓ ଦୁଇ ଜଣ ଝିଅଙ୍କୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରିଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ଅସ୍ତରଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସ୍ଥାନରେ ଅସ୍ତରଙ୍ଗ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭକରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button