ରାଜ୍ୟ
ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର – Ibnodisha

[ad_1]
ଅପରାହ୍ନରେ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ। ସେହିପରି ଅପରାହ୍ନରେ କଟକ ବିଷୁବ ମଣ୍ଡପ ଠାରେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରୀ ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
[ad_2]



