ରାଜ୍ୟ

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର – Ibnodisha

[ad_1]

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ୨୬ ନଂ ଜାତୀୟ ରାଜପଥ ହନୁମାନ ମନ୍ଦିର ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ ରହିଥିବାବେଳେ ସଇଁନ୍ତଲା ଥାନା ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ ବ୍ୟକ୍ତି ଆମ୍ବପାଲି ଗାଁର ସରୋଜ ଗହୀର ବୋଲି ଜଣାପଡିଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button