ରାଜ୍ୟ

ଘରୋଇ କଳିରୁ ଭଉଣୀକୁ ଗୁଳି ମାରିଲା ଭାଇ: ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ – Ibnodisha

[ad_1]

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ସୋମଗିରି ଗ୍ରାମରେ ଅଘଟଣ। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଗୁଳି ମାରି ଥାନାରେ ଆତ୍ମସମର୍ପଣ କଲା ଭାଇ। ଗୁରୁତର ଭଉଣୀକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା

ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଏକ କମ୍ପାନୀରେ ଗନ୍ ମ୍ୟାନ ଭାବେ କାର୍ଯ୍ୟ କରେ। ପ୍ରସନ୍ନର ଦେହ ଖରାପ ଥିବାରୁ ସେ ତାର ଭଉଣୀ ମାଳତୀ ବାରିକକୁ ଟଙ୍କା ମାଗିଥିଲା। କିନ୍ତୁ ସେ ଟଙ୍କା  ନ ଦେବାରୁ ଭାଇ ପ୍ରସନ୍ନ ଉତକ୍ଷିପ୍ତ ହୋଇ ଭଉଣୀକୁ ନିଜ ବନ୍ଧୁକରୁ ଗୁଳି କରିଥିଲା। ଗୁଳିଟି ମାଳତୀଙ୍କର କାନ୍ଧ ତଳେ ବାଜିଥିବାରୁ ଭଉଣୀ ମାଳତୀ ମୃତ୍ୟୁବରଣ କରିଥିଲେ। ଏହାପ‌ରେ ଅଭିଯୁକ୍ତ ଭାଇ ପଣ୍ଡାପଡ଼ା ଥାନାରେ ଆତ୍ମସମର୍ପଣ କରିଥିବା ଜଣାଯାଇଛି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button