ରାଜ୍ୟ

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା, ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି – Ibnodisha

[ad_1]

ବ୍ୟୁରୋ : ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାକୁ ପୂରିଛି ତିନି ବର୍ଷ । ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି ମିଳିବ। ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର, ନିମାପଡା କୁ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ ଜଳ ଯୋଗାଣ । ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ ଯୋଗାଣ କରାଯିବ। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପର୍ଯ୍ୟାୟରେ ୧୨ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।

୫ ରାଜ୍ୟରେ ବାଜିଲା ନିର୍ବାଚନୀ ବିଗୁଲ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button