ଅପରାଧ
ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା – Ibnodisha

[ad_1]
ବ୍ରହ୍ମପୁର: ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା ଅଭିଯୋଗ ହୋଇଛି। ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୃତ୍ତଜଣକ ମୁଣ୍ଡକୁ ପିଟିପିଟି ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣାସ୍ଥଳରେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଥାନା ଅଧିକାରୀ ସ୍ମୃତିପ୍ରଭା ପ୍ରଧାନ ଓ ତାଙ୍କ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।
ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ବ୍ରୋଞ୍ଜ ପଦକ ବିଜେତା ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
The post ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା appeared first on ONA KHABAR.
[ad_2]