ରାଜ୍ୟ

ଦେବଗଡ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ନୂତନ ଅତିରିକ୍ତ ସିଭିଲ୍ ଜଜ୍ କୋର୍ଟ, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ – Ibnodisha

[ad_1]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍‌) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ ।

ନିୟୟମିତ ଙ୍ଗନବାଡ଼ି କେନ୍ଦ୍ର ଭାବେ ଉନ୍ନୀତ ହେବ ୭୫୭୯ ଅଙ୍ଗନବାଡ଼ି

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button