ରାଜ୍ୟ

ପାର୍ବଣରେ ସୃଷ୍ଟି ହୋଇପାରେ ପରିବା ସଙ୍କଟ ! – Ibnodisha

[ad_1]

ଭୁବନେଶ୍ୱର : ରାଜଧାନୀରେ କଞ୍ଚା ପରିବା ବ୍ୟବସାୟୀ ମହାଜନ ସଂଘର ଆନ୍ଦୋଳନ । ୭ ଦଫା ଦାବି ନେଇ ରାଜ୍ୟ ସରକାରଙ୍କ ନିକଟରେ ଦାବି। ଦାବି ପୂରଣ ନହେଲେ ଆସନ୍ତା ୨୦ ତାରିଖରୁ ରାଜଧାନୀର ସବୁଠୁ ବଡ଼ ପରିବା ମାର୍କେଟ ୟୁନିଟ୍ -୧ ହାଟ ବ୍ୟବସାୟୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବେ। ଯାହା ଫଳରେ ରାଜଧାନୀରେ କଞ୍ଚା ପରିବା ମିଳିବନି। ଭୁବନେଶ୍ୱର ସମେତ ରାଜ୍ୟରେ କଞ୍ଚା ପରିବା ସଙ୍କଟ ଦେଖା ଦେଇପାରେ ।

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button