ଅପରାଧ

ନବବଧୂଙ୍କ ମୃତଦେହ ଉଦ୍ଧାର – Ibnodisha

[ad_1]

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ସନ୍ଦେହଜନକ ଅବସ୍ଥାରେ ବୁଧବାର ନବବଧୂଙ୍କ ମୃତଦେହ ଉଦ୍ଧାର ହୋଇଛିା ୟୁନିଟ ୯ ଭଗବତୀ ବସ୍ତିର ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା କି ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button