ରାଜ୍ୟ

ଏସିଆନ ପାରା ଗେମ୍ସ: ୭ ଜଣ ଓଡ଼ିଆ ଆଥଲେଟ୍ସଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର: ଏସିଆନ ପାରା ଗେମ୍ସରେ ଭାଗ ନେଇଥିବା ଓଡ଼ିଶାର ଆଥଲେଟ୍ସଙ୍କ ପାଇଁ ଆର୍ôଥକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ ଜଣ ଓଡ଼ିଆ ଆଥଲେଟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଁଏ ସହାୟତା ଘୋଷଣା କରିଛନ୍ତି ।

ଆସନ୍ତା ୨୨ରୁ ଚୀନର ହାଙ୍ଗଝୌରେ ଆରମ୍ଭ ହେଇଥିବା ଏସିଆନ ପାରା ଗେମ୍ସରେ ସଫଳତା ପାଇଁ ଆଥଲେଟ୍ସ ମାନଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତ ଏସିଆନ ପାରା ଗେମ୍ସରେ ଓଡ଼ିଶାରୁ ଯାଇଥିବା ପାରା ଆଥଲେଟ୍ସ ମାନେ ହେଲେ ପ୍ରମୋଦ ଭଗତ, ଜୟନ୍ତୀ ବେହେରା, ସୌନ୍ଦର୍ଯ୍ୟ କୁମାର ପ୍ରଧାନ, ରଖଲ କୁମାର ସେଠୀ, ଭି ରମେଶ ରାଓ, ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ, ପୁଜାସ୍ୱିନୀ ନାୟକ । ସେମାନେ ଏସିଆନ ପାରା ଗେମ୍ସକୁ ମନୋନିତ ହେବା ପାଇଁ କଠିନ ପରିଶ୍ରମ କରିଛନ୍ତି । ଗେମ୍ସରେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି ଆଶା ରଖିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button