ରାଜ୍ୟ

ଆଜି ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ – Ibnodisha

[ad_1]

ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ । ତେବେ ବିଦାୟ ପୂର୍ବରୁ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button