ରାଜ୍ୟ

ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – Ibnodisha

[ad_1]

ପୁରୀ: ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୁରୀ ପିପିଲି ବ୍ଲକ ନିଜିଗଡ଼ କୁରୁଖି ପାହାଡ଼ରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ। ଆଜି ସକାଳେ ସ୍ଥାନୀୟ ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ ।

ମୃତଦେହର ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗଛରେ ପିଟିଲା କାର, ଗୋଟିଏ ପରିବାରର ୫ ମୃତ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button