ରାଜ୍ୟ

ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା, ଶୁଭେଚ୍ଛା ଜଣାଇଲେ ଅଚ୍ୟୁତ ସାମନ୍ତ – Ibnodisha

[ad_1]

ଭୁବନେଶ୍ୱର: ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା । ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କଲେ କିଟ୍ ଛାତ୍ରୀ ଶ୍ରୀୟଙ୍କା ଷଡ଼ଙ୍ଗୀ । ଏସୀୟ ସୁଟିଂ ଚାମ୍ପିଅନସିପରେ ସଫଳତା ପରେ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ୫୦ ମିଟର ରାଇଫଲ ଥ୍ରି ପୋଜିସନରେ ଦଳଗତ ସ୍ବର୍ଣ୍ଣ ପଦକ ଜିତିବା ପରେ ଏହି ସଫଳତା ହାସଲ କରିଛନ୍ତି । ଶ୍ରୀୟଙ୍କାଙ୍କ ସଫଳତା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ନିରନ୍ତର ସମର୍ଥନ ଓ ମାର୍ଗଦର୍ଶନ ପାଇଁ କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀୟଙ୍କା।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button