ରାଜ୍ୟ

ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କ ଠାରୁ ଲୁଟ: ନେଇଗଲେ ସୁନାଗହଣା, ଟଙ୍କା ଓ ମୋବାଇଲ – Ibnodisha

[ad_1]

ଆନନ୍ଦପୁର : ବନ୍ଧୁକ ମୁନରେ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଲୁଟ୍ ହୋଇଛି। ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କଠାରୁ ସୁନାଗହଣା, ଟଙ୍କା ଓ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଶିକ୍ଷୟିତ୍ରୀ ଜଣକ ସ୍କଲରୁ ଫେରୁଥିବାବେଳେ ୩ ଜଣ ଯୁବକ ବାଇକରେ ଆସି ତାଙ୍କୁ ଅଟକାଇ ଲୁଟ୍ କରିଥିଲେ। ଏନେଇ ଥାନାରେ ଅଭିଯୋଗ ପରେ ସୋସୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ ଚୋରି : ତାଲା ଭାଙ୍ଗି ହୁଣ୍ଡି ଟେକି ନେଲେ ଦୁର୍ବୁତ୍ତ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button