ରାଜ୍ୟ

ରାଜ୍ୟରେ ୧୫ ଡିଗ୍ରୀ ତଳେ ୭ ସହରର ରାତି ତାପମାତ୍ରା – Ibnodisha

[ad_1]

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ  । ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି  । ଯାହାର ପ୍ରଭାବରେ  କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଛି  । ରାଜ୍ୟରେ ୧୫ ଡିଗ୍ରୀ ତଳେ ରହିଛି ୭ ସହରର ରାତିର ତାପମାତ୍ରା  । ୧୦.୫ ଡିଗ୍ରୀ ସହ ଜି.ଉଦୟଗିରି ପାଲଟିଛି ରାଜ୍ୟର ସବୁଠୁ ଥଣ୍ଡା ସହର ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button