ରାଜ୍ୟ

ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ପ୍ରତୀକ ସିଂହ – Ibnodisha

[ad_1]

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ବିନା ୟୁନିଫର୍ମରେ ବୁଲିବେ ପୋଲିସ। ବିଭିନ୍ନ ସ୍ଥାନରେ କଡାକଡି ହେବ ମଦୁଆ ଧରା ଅଭିଯାନ। ମଦ ପିଇ ଉତ୍ପାତ କଲେ ଉଠାଇ ଆଣିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ।

ସେହିଏପରି ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ ବୋଲି କହିଛନ୍ତି । ପିସିଆର ସହ ଥାନା କର୍ମଚାରୀ ଗଳିକନ୍ଦିରେ କରିବେ ପାଟ୍ରୋଲିଂ। ରାତିରେ ସହରର ବିଭିନ୍ନ ସ୍ଥାନରେ କରାଯିବ ଚେକିଂ ବ୍ଲକିଂ ।ଅତିରିକ୍ତ ଡିସିପିଙ୍କ ନେତୃତ୍ବରେ ଗଠନ ହୋଇଛି ସ୍ପେଶାଲ ଟିମ୍‌।

କୌଣସି ଦୁର୍ଘଟଣାକୁ ଆଶଙ୍କା କରି ଅଗ୍ନିଶମ ଓ ହସ୍ପିଟାଲ କର୍ମଚାରୀଙ୍କ ସହ ପୋଲିସର ଆଲୋଚନା । ଆଲୋକର ପର୍ବ ଖୁସି ଆଣୁ, କିନ୍ତୁ କାହାକୁ ଦୁଃଖ ନଦେଉ । ସମସ୍ତେ ଭଲରେ ଭଲରେ ଦୀପାବଳି ପାଳନ କରନ୍ତୁ ବୋଲି ଯାହାଇଛନ୍ତି ଡିସିପି ପ୍ରତୀକ ସିଂହ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button