ଦେଶ

ଟ୍ରକକୁ ପିଟିଲା କାର୍, ହରିଦ୍ୱାର ଯାଉଥିବା ୬ ଯାତ୍ରୀ ମୃତ – Ibnodisha

[ad_1]

ଲକ୍ଷ୍ନୌ:ଉତ୍ତର ପ୍ରଦେଶରେ ଭୟଙ୍କର ସଡକ ଦୁର୍ଘଟଣା। ଟ୍ରକକୁ ଧକ୍କା ଦେବା ଫଳରେ କାରରେ ଯାଉଥିବା ୬ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ। ସୂଚନା ଅନୁସାରେ, ଆଜି ସକାଳେ ୫୮ ନଂ ଜାତୀୟ ରାଜପଥ ମୁଜାଫରନଗରରେ ଘଟିଛି ଏହି ଦୁର୍ଘଟଣା। ଏକ କାର୍ ଯୋଗେ ଛଅ ଜଣ ଯାତ୍ରୀ ଦିଲ୍ଲୀରୁ ହରିଦ୍ୱାର ଯାଉଥିଲେ। ଏହି ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା କାର୍। ଫଳରେ ସମସ୍ତ ଛଅ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର୍ ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଦୁଇ ଭାଇଙ୍କ ଉପରେ ମାଡ଼ିଗଲା ଟ୍ରକ୍

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button