ଅପରାଧ

ଏସଓଜି ହାବିଲଦାରଙ୍କ କଳଙ୍କିତ କାରନାମା, ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଅଭିଯୋଗ – Ibnodisha

[ad_1]

ଭୁବନେଶ୍ବର : ଏସଓଜି ହାବିଲଦାରଙ୍କ କଳଙ୍କିତ କାରନାମା । ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରଥମେ ଶାରୀରିକ ସମ୍ପର୍କ ପରେ ବାରମ୍ବାର ଗର୍ଭପାତ ଅଭିଯୋଗ ହୋଇଛି। ଏହାପରେ ଚନ୍ଦକା ଏସଓଜି କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରାଙ୍କୁ ପୁଲିସ ଗିରଫ କରିଛି। ଖବର ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମ ସାଗର ।  ରେଣ୍ଟାଲ କଲୋନୀ ରେ ଦୁହେଁ ୮ ବର୍ଷ ହେବ ଏକାଠି ରହି ଆସୁଥିଲେ ।  ଅଧ୍ୟାପିକା ଜଣଙ୍କ ବିବାହ ପାଇଁ କହିବାରୁ ପ୍ରେମ ସାଗର ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ ।  ପରେ ମହିଳା ଥାନାରେ ଅଭିଯୋଗ ପରେ ପ୍ରେମସାଗରଙ୍କୁ ବାନ୍ଧିଚି ମହିଳା ଥାନା ପୁଲିସ । ଖାଲି ଅଧ୍ୟାପିକା ନୁହଁନ୍ତି ଏକାଧିକ ଯୁବତୀଙ୍କ ଙ୍କ ସହ ସମ୍ପର୍କ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button