ରାଜ୍ୟ

ବାଲୁକା କଳାରେ ବିଶ୍ୱକପ୍ ଶୁଭେଚ୍ଛା – Ibnodisha

[ad_1]

ପୁରୀ :  ଆଜି ରହିଛି ୨୦୨୩ ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍ । ଗୁଜୁରାଟ୍ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର । ଯାହାକୁ ସାରା ବିଶ୍ବବାସୀ ଉତ୍ସୁକତାର ସହ ଚାହିଁ ବସିଛନ୍ତି । ଚାରିଆଡୁ ଟିମ ଇଣ୍ଡିଆକୁ ଶୁଭେଚ୍ଛାର ସୁଅ ଛୁଟୁଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button