ଅପରାଧ

ଭିଜିଲାନ୍ସ ଜାଲରେ ଫସିଲେ ଅବକାରୀ ସୁପରିଟେଣ୍ଡେଣ୍ଟ – Ibnodisha

[ad_1]

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ଅବକାରୀ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଚଢାଉ କରାଯାଇଛି। ଡି-ଏସ୍‌‌-ଥ୍ରୀ ସିନେମା ହଲ ନିକଟ ଭଡା ଘରେ ଚାଲିଛି ଚଢାଉ। ନବରଙ୍ଗପୁର ଓ ଜୟପୁର ସମେତ ୪ଟି ସ୍ଥାନରେ ଚଢାଉ ଚାଲିଛି।

ଇନ୍‌ଷ୍ଟାଗ୍ରାମରେ ନାବାଳିକାଙ୍କ ଅଶ୍ଳିଳ ଫଟୋ ଭାଇରାଲ କରି ଯୁବକ ଗିରଫ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button