ରାଜନୀତି

ସଂଶୋଧନ ହେବ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି – Ibnodisha

[ad_1]

ଭୁବନେଶ୍ୱର : ବିବାଦ ପରେ ସଂଶୋଧନ ହେବ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି। ଏନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଆଜି ସୂଚନା ଦେଇଛନ୍ତି। ସଂଶୋଧନ ପାଇଁ ଜନଜାତି ଉପଦେଷ୍ଟା ପରିଷଦ ନିକଟକୁ ପଠାଗଲା। ତର୍ଜମା କରିବାକୁ ଜନଜାତି ଉପଦେଷ୍ଟା ପରିଷଦକୁ ପଠାଗଲା। ୧୪ରେ ଆଦିବାସୀ ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଥିଲା। ବିବାଦ ପରେ ୧୬ ତାରିଖରେ ନିଷ୍ପତ୍ତି ସ୍ଥଗିତ ରଖାଯାଇଥିଲା। ନିଷ୍ପତ୍ତି ସ୍ଥଗିତ ସତ୍ତେ୍ୱ ବିରୋଧୀଙ୍କ ବିରୋଧ ଜାରି ରହିଥିଲା।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button