ରାଜ୍ୟ

୨୭ରେ ଲଘୁଚାପ, ୨୯ରେ ଅବପାତ ! – Ibnodisha

[ad_1]

ଭୁବନେଶ୍ୱର : ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା । ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

The post ୨୭ରେ ଲଘୁଚାପ, ୨୯ରେ ଅବପାତ ! appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button