ଅପରାଧ

୩ ଦୁଷ୍କର୍ମୀଙ୍କୁ ଆଜୀବନ ଦଣ୍ଡାଦେଶ – Ibnodisha

[ad_1]

କେନ୍ଦୁଝର: ଗଣଦୁଷ୍କର୍ମ ମାମଲାରେ ୩ ଜଣଙ୍କୁ ଆଜୀବନ ଦଣ୍ଡାଦେଶ । ୩ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ଦେଲେ ଏଡିଜେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ଦୋଷୀ ରଞ୍ଜିତ ମହାନ୍ତି, ରବୀନ୍ଦ୍ର ନାୟକ, ସୁନୀଲ ବେହେରାକୁ ଆଜୀବନ ଦଣ୍ଡାଦେଶ ଶୁଣାଇଥିବା ସୂଚନା ରହିଛି । ୨୦୨୨ ପାଟଣା ଥାନା ଅଂଚଳରେ ନାବାଳିକାକୁ ଗଣଦୁଷ୍କର୍ମ ହୋଇଥିଲା । ପୀଡିତାକୁ ୭.୫ ଲକ୍ଷ କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଜି ଦ୍ୱିତୀୟ ଦିନରେ ଉତ୍ତରପଟ କାନ୍ଥର କରାଯାଉଛି ଲେଜର ସ୍କାନିଂ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button