ରାଜ୍ୟ
ଭିଜିଲାନ୍ସ ଜାଲରେ ଫସିଲେ ସହକାରୀ ଯନ୍ତ୍ରୀ – Ibnodisha

[ad_1]
ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସହକାରୀ ଯନ୍ତ୍ରୀ। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ରାସଗୋବିନ୍ଦପୁର ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଗୁରା ସିଂ। ଏକ ବୋରୱେଲ କାର୍ଯ୍ୟର ସର୍ଭେ କରିବା ପାଇଁ ଧର୍ମପଦ ବେହେରାଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରମାଇଲ ଛକ ନିକଟରେ ଧରିଲା ଭିଜିଲାନ୍ସ।
[ad_2]