ରାଜ୍ୟ

ଆଜି କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା; ଦର୍ଶକଙ୍କ ମନମୋହୁଛି କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ – Ibnodisha

[ad_1]

କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ । ଅବସର ଥିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ କୋଣାର୍କ ମହୋତ୍ସବର ଦ୍ୱିତୀୟ ସଂଧ୍ୟା । ଦ୍ୱିତୀୟ ସନ୍ଧ୍ୟାରେ ପ୍ରଥମ ପ୍ରସ୍ତୁତିକୁ ନେଇ ଆସିଥିଲେ ସୁବିଖ୍ୟାତ କୁଚିପୁଡ଼ି ନୃତ୍ୟ ବିଦ୍ୱାନ ପଦ୍ମଶ୍ରୀ ଗୁରୁ ଜୟରାମା ରାଓ ଓ କୁଚିପୁଡ଼ି ଡ଼୍ୟାନ୍ସ ଏକାଡ଼େମୀର ଶିଳ୍ପୀମାନେ । କଳାକାରଙ୍କ କୁଚିପୁଡ଼ି ନୃତ୍ୟ ବେଶ୍ ଆକର୍ଷଣୀୟ ଥିଲା ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button