ଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଟି-୨୦ ମ୍ୟାଚ – Ibnodisha

[ad_1]

ନୂଆଦିଲ୍ଲୀ: ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟି୨୦ ଶୃଙ୍ଖଳାର ଅନ୍ତିମ ମ୍ୟାଚ ରବିବାର ବାଙ୍ଗାଲୋରର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଖେଳାଯିବ। ଭାରତ ୩-୧ରେ ଶୃଙ୍ଖଳା ଜିତି ସାରିଥିବାରୁ ଆଜିର ମ୍ୟାଚ କେବଳ ଔପଚାରିକ ଭାବେ ଖେଳାଯିବ। ଭାରତ ପ୍ରଥମ ମ୍ୟାଚକୁ ୨ ୱିକେଟ ଓ ଦ୍ବିତୀୟ ମ୍ୟାଚକୁ ୪୪ରନରେ ଜିତି ଥିବା ବେଳେ ତୃତୀୟ ମ୍ୟାଚରେ ଅଷ୍ଟ୍ରେଲିଆ ୫ ୱିକେଟରେ ଭାରତକୁ ପରାସ୍ତ କରିଥିଲା। ଚତୁର୍ଥ ମ୍ୟାଚରେ ଭାରତ ୨୦ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଶୃଙ୍ଖଳା ବିଜୟ ହାସଲ କରିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button