ରାଜ୍ୟ

ପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର – Ibnodisha

[ad_1]

ବାରିପଦାପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ଵାରଶୁଣି ଘାଟି ନିକଟରୁ ମୃତଦେହ ଉଦ୍ଧାର ହୋଇଛି ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ଵାରଶୁଣି ଘାଟି ନିକଟସ୍ଥ ଏକ ପୋଖରୀ ନିକଟରୁ ସୋମବାର ସକାଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ବାଘିଆବେଡା ଗ୍ରାମର ଗିରିଶ ନାଏକ । ସେ ରବିବାର ରାତିରୁ ଘରକୁ ଫେରିନଥିଲେ ।

ସୋମବାର ସକାଳୁ ଘାଟି ତଳ ପୋଖରୀ ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଥିବାକୁ ପାଇଥିଲେ । ତେବେ ତାଙ୍କ ମୁଣ୍ତରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଥିବା ବେଳେ ଘଟଣାସ୍ଥଳରେ ବାଙ୍ଗିରିପୋଷି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button