ରାଜ୍ୟ

ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର: ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ରେବାନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ ସର୍ବସମ୍ମତ ନିଷ୍ପତ୍ତି । କଂଗ୍ରେସ ବିଧାୟକ ଦଳ ବୈଠକରେ ସର୍ବସମ୍ମତ ନିଷ୍ପତ୍ତି ହୋଇଥିବା ଜଣାପଡିଛି । ଡିସେମ୍ବର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ ରେଡ୍ଡୀ ।

ବିଜେପି ୧୦୦ ସିଟ୍‌ରେ ଜିତିବ: ଖାରବେଳ ସ୍ୱାଇଁ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button