ରାଜ୍ୟ

ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପ ନବୀକରଣ ପାଇଁ ୬୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର : ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପର ହେବ ନବୀକରଣ । ଏହି ଏୟାରଷ୍ଟ୍ରୀପର ଆଧୁନିକୀକରଣ ଯୋଜନାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ତୁଷୁରା ଏୟାରଷ୍ଟ୍ରୀପର ନବୀକରଣ ପାଇଁ ୬୫ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୫ ଏବଂ ୬ ରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ବଲାଙ୍ଗିର ଗସ୍ତ ସମୟରେ ସ୍ଥାନୀୟ ଲୋକ ତୁଷୁରା ଏୟାରଷ୍ଟ୍ରୀପରର ଉନ୍ନିତିକରଣ ପାଇଁ ପ୍ରସ୍ତାବ ଦେଇଥିଲେ ।

ଏହାପରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଦେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଏୟାରଷ୍ଟ୍ରୀପର ଆଧୁନିକୀକରଣ ଯୋଜନାକୁ ଅନୁମୋଦନ କରିଛନ୍ତି ।

ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button