ରାଜ୍ୟ

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ – Ibnodisha

[ad_1]

ଭୁବନେଶ୍ୱର: ନୂଆ ବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ । ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡାକଡି ଲାଗୁ ହେବ । ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ । ୩୧ ଓ ୧୬ ରାତିରେ ଆବଶ୍ୟକ ହେଲେ ରାତ୍ର ପହୁଡ ହେବନି ବୋଲି ଖବର ସାମ୍ନାକୁ ଆସିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button