ଦେଶ

ମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ – Ibnodisha

[ad_1]

ମୁମ୍ବାଇ: ମହାରାଷ୍ଟ୍ରର ପିମ୍ପରୀ ଚିଞ୍ଚୱାଡ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି । ପିମ୍ପରୀ ଚିଞ୍ଚୱାଡ ମ୍ୟୁନିସିପାଲିଟି କମିଶନର ଶେଖର ସିଂହ କହିଛନ୍ତି ଯେ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button