ରାଜ୍ୟ
ଭୁଶୁଡିଲା ଓପିଜିସି ପାଉଁଶ ପୋଖରୀ – Ibnodisha

[ad_1]
ଝାରସୁଗଡ଼ା: ଭୁଶୁଡିଲା ପାଉଁଶ ପୋଖରୀ l ଝାରସୁଗୁଡା ଜିଲ୍ଲା ଇବ ଥର୍ମାଲସ୍ଥିତ ଓପିଜିସିର ପାଉଁଶ ପୋଖରୀ ଆଜି ସକାଳୁ ଭୁଶୁଡି ପଡିଛି l ମିଳିଥିବା ସୂଚନା ମୁତାବକ ପାଉଁଶ ପୋଖରୀରେ ୨୦ ଫୁଟ ଚଉଡ଼ାର ଘାଇ ସୃଷ୍ଟି ହେବା ପରେ ପାଉଁଶ ସ୍ଲରି ନିକଟସ୍ଥ ଗାଁ ସରଧାପାଲିକୁ ମାଡ଼ିବାରେ ଲାଗିଛି l ବର୍ତ୍ତମାନ ସୁଦ୍ଧା ଗାଁ ବାହାରେ ଥିବା ଚାଷ ଜମିଗୁଡିକ ପାଉଁଶରେ ପୋତି ହୋଇସାରିଥିବାବେଳେ ଏବେ ଗାଁମୁହା ହେଲାଣି ସ୍ଲରି l ଭୟଭୀତ ଗ୍ରାମବାସୀମାନେ ଜିନିଷପତ୍ର ନେଇ ଗାଁ ଛାଡ଼ିବାକୁ ବସିଲେଣି l
ଟ୍ରେନ ଧକ୍କାରେ ଚାଲିଗଲା ସିଗନାଲ ଇଞ୍ଜିନିଅରଙ୍କ ଜୀବନ
[ad_2]