ରାଜ୍ୟ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ – Ibnodisha

[ad_1]

କଟକ : ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ଜେଲ ଦଣ୍ଡ । ଏହାସହ ପୀଡିତାଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନାବାଳିକା ଦୁଷ୍କର୍ମ ମାମଲାରେ ଗୋପାଳ ସିଂହଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୧୦ହଜାର ଟଙ୍କାର ଜରିମାନା ଧାର୍ଯ୍ୟ କରିଛନ୍ତି । ଏଥି ସହିତ ପୀଡିତାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣରୁ ୩ ଲକ୍ଷ କ୍ଷତିପୂରଣ ଦେବାକୁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଇନ୍ସପେକ୍ଟର ତିୱାରୀ କିଏ?

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button