ରାଜନୀତି
ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି – Ibnodisha

[ad_1]

ଭୋପାଳ: ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ତାଙ୍କ ନାମ ଉପରେ ଦଳୀୟ ଶୀର୍ଷ ନେତୃତ୍ବଙ୍କ ମୋହର ବାଜିବା ପରେ ସୋମବାର ବସିଥିବା ବିଧାୟକ ଦଳ ବୈଠକରେ ତାଙ୍କ ନାମକୁ ନେଇ ସହମତି ହୋଇଥିଲା ।
ଓଡିଶା କଂଗ୍ରେସର ସୁରକ୍ଷା କବଚ ସାଜିଛି ରାଜ୍ୟ ବିଜେପି: ବିଜେଡି
The post ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି appeared first on ONA KHABAR.
[ad_2]




