ରାଜନୀତି

ଆସନ୍ତାକାଲି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ – Ibnodisha

[ad_1]

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଡକ୍ଟର ମୋହନ ଯାଦବ ଆସନ୍ତାକାଲି ଶପଥ ଗ୍ରହଣ କରିବେ। ଗତକାଲି ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଶ୍ରୀ ଯାଦବ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ। ଏଥିସହିତ ରାଜ୍ୟପାଳ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ କ୍ୟାବିନେଟ୍‌‌ର ଇସ୍ତଫା ଗ୍ରହଣ କରିଛନ୍ତି। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ଜଗଦୀଶ ଦେୱରା ଏବଂ ରାଜେନ୍ଦ୍ର ଶୁକ୍ଳାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button