ରାଜ୍ୟ

କାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ – Ibnodisha

[ad_1]

ସୁନ୍ଦରଗଡ଼: କାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ । ଏଭଳି ଅଭବାନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ବରହାଖାଇ ନିକଟରେ ଘଟିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାରସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଜାଗା ମିଶନ ଜମି ପଟ୍ଟା ନୁହେଁ ଗରିବ ଲୋକଙ୍କୁ ପ୍ରତାରଣାର କାଗଜ ବାଣ୍ଟୁଛନ୍ତି ସରକାର : ବିଜୟ ପଟ୍ଟନାୟକ

The post କାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button