ରାଜ୍ୟ
ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର – Ibnodisha

[ad_1]
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମାଇନର ଇରିଗେସନ ସେକ୍ସନ ଅଫିସର। ୮ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଭୁବନେଶ୍ବର କ୍ଷୁଦ୍ର ଜଳସେଚନ ମୁଖ୍ୟ ଯନ୍ତ୍ରୀଙ୍କ ଅଫିସର ସେକ୍ସନ ଅଫିସର ଶୁଭକାନ୍ତ ସ୍ବାଇଁ । ତାଙ୍କ ଅଫିସ ଡ୍ରରୁ ୧୪ ହଜାର ୯୯୦ ଟଙ୍କା ଠାବ ହୋଇଛି। ତିନୋଟି ସ୍ଥାନରେ ଏକକାଳୀନ ରେଡ କରୁଛି ଭିଜିଲାନ୍ସ।
ଦିଲ୍ଲୀରେ ପୁଣି ବଢ଼ିଲା ସିଏନଜି ଦର
[ad_2]