ରାଜ୍ୟ

ଆଇପିଏସ ସ୍ତରରେ ଛୋଟଧରଣର ଅଦଳବଦଳ ; ବି.ରାଧିକାଙ୍କୁ ନୂଆ ଦାୟିତ୍ୱ – Ibnodisha

[ad_1]

ଭୁବନେଶ୍ୱର : ଆଇପିଏସ ସ୍ତରରେ ଛୋଟଧରଣର ଅଦଳବଦଳ । ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହେଲେ ବି. ରାଧିକା । ଏସଏଫଏସଏଲର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ରାଧିକା । ଆଶିଷ ସିଂଙ୍କୁ ଓପିଏଚଡବ୍ଲ୍ୟୁସିର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ । ଏସ୍‌. ସାଇନିଙ୍କୁ ସିଏଡବ୍ଲ୍ୟୁ ଏବଂ ସିଡବ୍ଲ୍ୟୁ ର ଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ।

ଓଡିଶାବାସୀଙ୍କ ନିକଟରେ ଆମ ଦଳର ବାର୍ତ୍ତା ପହଞ୍ଚାଇବା ପାଇଁ ବିଜେଡିର ଲକ୍ଷ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button