ଦେଶ

ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର – Ibnodisha

[ad_1]

ଇସଲାମବାଦ: ପାକିସ୍ତାନର କରାଚିରେ ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର । ଅସୁସ୍ଥ ହେବା ପରେ ଦାଉଦ ଇବ୍ରାହିମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । କେହି ବିଷ ଦେଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅନୁମାନ କରାଯାଉଛି । କିନ୍ତୁ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଗତକାଲିଠୁ କରାଚିରେ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କୁହାଯାଉଛି । ଦାଉଦ୍ ଇବ୍ରାହିମକୁ ହସ୍ପିଟାଲ୍ ଭିତରେ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି । କେବଳ ଉପରିସ୍ଥ ହସ୍ପିଟାଲ କର୍ତ୍ତୃପକ୍ଷ ଓ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ସେହି ଫ୍ଲୋରକୁ ପ୍ରବେଶ ଅନୁମତି ରହିଛି । ଅଣ୍ଡରୱାର୍ଲଡ ଡନର ସମ୍ପର୍କୀୟ ଅଲିଶାହ ପାର୍କର ଓ ସାଜିଦ ବାଗଲେଙ୍କ ଠାରୁ ମୁମ୍ବାଇ ପୋଲିସ ଅଧିକ ତଥ୍ୟ ହାସଲ କରିବାକୁ ଚେଷ୍ଟା କରୁଛି । ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟର ମାଇଣ୍ଡ ହେଉଛି ଦାଉଦ ଇବ୍ରାହିମ୍ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button