ଦେଶ
କୋଇଲା ଖାଦାନରେ ଦୁର୍ଘଟଣା: ୧୨ ମୃତ – Ibnodisha

[ad_1]
ବେଜିଂ : ଚାଇନାର ହିଲୋଙ୍ଗଜିଆଙ୍ଗ ପ୍ରଦେଶରେ ଏକ କୋଇଲା ଖାଦାନରେ ଦୁର୍ଘଟଣାରେ ଘଟିଛି । ଏଥିରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ରିପୋର୍ଟ ଅନୁଯାୟୀ, ହେଙ୍ଗଶାନ ଜିଲାର କୁନୟୁଆନ କୋଇଲା ଖଣିରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଆହତ ୧୩୩ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାର କାରଣ ଯାଞ୍ଚ ପାଇଁ ଏକ କମିଟି ଗଠନ କରାଯାଇଛି ।
ଆତଙ୍କୀ ହମଲା; ୩ ଯବାନ ସହିଦ
[ad_2]