ରାଜ୍ୟ

ଆଜିର ନୀତିବlଣି – Ibnodisha

[ad_1]

ନିଜର ଜ୍ଞାନ ହିଁ ମଣିଷର ପ୍ରକୃତ ଶକ୍ତି !!*

ପ୍ରତେକ ମଣିଷ ସମାନ ରକ୍ତ ମାଂସ ରେ ଗଢା| କେବଳ ସେହି ମଣିଷ ସଫଳତା ର ସ୍ୱାଦ ଚାଖିପାରେ ଯାହା ପାଖରେ ଦୃଢ ଇଛା ଶକ୍ତି ଅଛି !!*

ମୃତ୍ୟୁ ମୁଖରୁ କେହି ବଞ୍ଚିପାରେନା | ତେଣୁ ଜୀବନ ନ କାଟି, ଜୀବନ କୁ ଜିଇଁବା ଦରକାର !!*

ପ୍ରକୃତ ପୁରୁଷ ସବୁବେଳେ ନିଜ ନିଷ୍ପତି ରେ ଅଟଳ ରହିଥାଏ !!*

ସନ୍ତାନ ଓ ଜଳ ମଧ୍ୟ ରେ କିଛି ତଫାତ ନାହିଁ | ଯେପରି ଜଳ କୁ ଯେଉଁ ପାତ୍ର ରେ ରଖିଲେ ସେ ସେହି ପାତ୍ର ର ଆକାର ଧାରଣ କରେ ସେହିପରି ସନ୍ତାନ କୁ ଯେମିତି ଗଢିଲେ ସେମିତି ଗଢି ହୋଇଥାଏ !!*

ଯଦି ଗୋଟେ ମିଛ ରେ କାହା ଉପରୁ ବିପଦ ଟଳିଯାଏ ତେବେ ସେପରି ମିଛ କହିଲେ ପାପ ନୁହେ ବରଂ ପୁଣ୍ୟ ମିଳିଥାଏ !!*

ଯେ ନିଶ୍ଚିତ ବସ୍ତୁ ଅପେକ୍ଷା ଅନିଶ୍ଚିତତା ପଛରେ ଗୋଡ଼ାଇ ଥାଏ ସେ ଦୁଇଟି ଯାକ ହରାଏ !!*

ଦାନ ଦ୍ୱାରା ହିଁ ହାତର ଶୋଭା ବର୍ଦ୍ଧନ ହୋଇଥାଏ !!
ଦୁନିଆଁରେ ଏମିତି କିଛି ମଣିଷ ଅଛନ୍ତି, ସେମାନଙ୍କ ପାଖରେ ଥାଏ ଇନ୍ଦ୍ରଧନୁ ଠାରୁ ବି ଅଧିକ ରଙ୍ଗ ଯାହା ଭୟଙ୍କର ହୋଇଥାଏ….

ଅଦ୍ୟ ଡିସେମ୍ବର ମାସ ୨୩ ତାରିଖ ୨୦୨୩ ମସିହା(ଶନିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାର୍ଗଶିରମାସ-ଶୁକ୍ଳପକ୍ଷ
ତିଥି- ଏକାଦଶୀ ଦିବା ଘ ୦୭/୧୫ ପର୍ଯ୍ୟନ୍ତ ତଦନ୍ତେ ଦ୍ୱାଦଶୀ
ନକ୍ଷତ୍ର- ଦ୍ଵିଜା ରାତ୍ରି ଘ୦୯/୫୭ ପର୍ଯ୍ୟନ୍ତ ତଦନ୍ତେ କୃତ୍ତିକା
ଚନ୍ଦ୍ର-ମେଷ ରାତ୍ରି ଘ୦୩/୫୨ ପର୍ଯ୍ୟନ୍ତ ତଦନ୍ତେ ବୃଷ
ଯୋଗ- ଶିବ
କରଣ – ଵିଷ୍ଟି
ସୌରମାସ- ଧନୁ ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୧/୫୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୦/୨୯
*✧═════•❁❀
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୭/୧୪ ଗତେ ନୈରୁତେ
ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟାରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୪୪ ମଧ୍ୟେ ଓ ଦିବା ଘ୦୩/୫୦ ଗତେ ଘ୦୫/୧୧ ମଧ୍ୟେ
ବାରବେଳା – ଦିବା ଘ୦୧/୦୭ ଗତେ ଘ୦୨/୨୮ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୦୦ ଗତେ ଘ ୧୦/୨୨ ମଧ୍ୟେ ଓ ଘ୦୨/୨୯ ଗତେ ଘ ୦୩/୫୯ ମଧ୍ୟେ ଓ ଘ୦୪/୪୬ ଗତେ ଘ ୦୫/୧୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୧/୫୯ ଗତେ ଘ ୦୨/୪୭ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଶିମ୍ୱ ଦିବା ଘ ୦୭/୧୫ ଗତେ ପୋଇ ଭକ୍ଷଣ ନିଷେଧ
═✧══•❁❀❁•═════

✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
✧═════•❁❀❁•═════✧
ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
✧═════•❁❀❁•═════✧
ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
✧═════•❁❀❁•═════✧
କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
✧═════•❁❀❁•═════✧
କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
✧═════•❁❀❁•═════✧
ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
✧═════•❁❀❁•═════✧
କୁମ୍ଭ ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button